অর্থ : ଯାହାର କୌଣସି କାମ କରିବାପାଇଁ ଶକ୍ତି ବା ଗୁଣ ଅଛି
							উদাহরণ : 
							ଏହି କାମ କରିବାପାଇଁ ଜଣେ ଯୋଗ୍ୟ ବ୍ୟକ୍ତିର ଆବଶ୍ୟକତା ଅଛି
							
অন্যান্য ভাষায় অনুবাদ :
অর্থ : ଯେଉଁଭଳି ହେବା ଦରକାର ସେଭଳି
							উদাহরণ : 
							ଆପଣ ଉଚିତ କଥା କହିବା ଆବଶ୍ୟକ  ସମୁଚିତ ପ୍ରଚେଷ୍ଟାଦ୍ୱାରା ଯେ କୌଣସି କାର୍ଯ୍ୟରେ ସଫଳତା ମିଳେ
							
সমার্থক : ଉଚିତ, ଠିକ, ଯୋଗ୍ୟ, ସମୁଚିତ
অন্যান্য ভাষায় অনুবাদ :
Suitable for a particular person or place or condition etc.
A book not appropriate for children.অর্থ : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍ ବା ମେଳ ରଖିବାବାଲା
							উদাহরণ : 
							ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍ ହୋଇଗଲେ
							
সমার্থক : ଉଚିତ, ଠିକ୍, ଯଥାର୍ଥ, ଯଥୋଚିତ, ସଙ୍ଗତ, ୱାଜିବ
অন্যান্য ভাষায় অনুবাদ :
Suitable for a particular person or place or condition etc.
A book not appropriate for children.