অর্থ : ଯାତ୍ରୀଙ୍କୁ ବା ମାଲ ସବୁକୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେଇ ଯିବାପାଇଁ ଆବଶ୍ୟକ ସାଧନ ବା ଉପକରଣ
							উদাহরণ : 
							ଆଜିକାଲି ପରିବହନ ଉଦ୍ୟୋଗ ମଧ୍ୟ ଖୁବ ଭଲ ଚାଲିଛି
							
সমার্থক : ଗମନାଗମନ, ପରିବହନ, ଯିବାଆସିବା
অন্যান্য ভাষায় অনুবাদ :
A facility consisting of the means and equipment necessary for the movement of passengers or goods.
transit, transportation, transportation systemঅর্থ : ଗୋଟିଏ ଅବସ୍ଥା ବା ସ୍ଥାନରୁ ଅନ୍ୟ ଅବସ୍ଥା ବା ସ୍ଥାନକୁ ଯିବାର କ୍ରିୟା
							উদাহরণ : 
							ପାକିସ୍ଥାନ ଓ ଭାରତ ଗମନାଗମନର ସୁବିଧାକୁ ଅଧିକ ସୁଲଭ କରୁଛନ୍ତି
							
অন্যান্য ভাষায় অনুবাদ :