Meaning : ଏହି ଖଜଣା ବା କର ଯାହା ପଥିକମାନଙ୍କଠାରୁ କୌଣସି ବିଶେଷ ରାସ୍ତାରେ ଚାଲିବା ବାବଦକୁ ନିଆଯାଇଥାଏ ବା କୌଣସି ବିଶେଷ ରାସ୍ତାର ଉପଯୋଗ କରିବା ବାବଦକୁ ନିଆଯାଇଥାଏ
							Example : 
							ପଥକର ଦେଇ ଆପଣ ଏହି ରାସ୍ତାରେ ଯାଇ ପାରିବେ
							
Synonyms : ପଥ ଶୁଳ୍କ, ପଥକର, ବାଟକର
Translation in other languages :
A fee levied for the use of roads or bridges (used for maintenance).
toll