Meaning : ବ୍ୟତିବ୍ୟସ୍ତ ହୋଇ ଏପଟସେପଟ ହେବା କ୍ରିୟା
							Example : 
							କିଛି ସମୟ ପରେ ମାଆ କୋଳରେ ଶୋଇଥିବା ପିଲାଟି ଏପଟ ସେପଟ ହେଲା
							
Synonyms : ଏପଟ ସେପଟ ହେବା, ବ୍ୟତିବ୍ୟସ୍ତ ହେବା, ହଲଚଲହେବା
Translation in other languages :
Meaning : ମନ ଚଞ୍ଚଳ ହେବା
							Example : 
							ରାଧାର ସୌନ୍ଦର୍ଯ୍ୟ ଦେଖି ମୋହନର ମନ ଅଥୟ ହେଲା
							
Synonyms : ଅଥୟ ହେବା, ଆନ୍ଦୋଳିତ ହେବା, ବିଚଳିତ ହେବା
Translation in other languages :