Meaning : ନଦୀ, ସମୁଦ୍ରଆଦିର ପାଣିରେ ଅଳ୍ପ ଦୂରରେ କିଛି ସମୟ ରହିରହି ଉଠୁଥିବା ଜଳରାଶି ଯାହା ବାରମ୍ବାର ଆଗକୁ ମାଡ଼ିଆସିବା ପରି ଜଣାପଡ଼େ
							Example : 
							ସମୁଦ୍ରର ଲହଡ଼ି ବେଳାଭୂମିରେ ବାଧାପାଇ ଉପରକୁ ଉଠୁଅଛି
							
Translation in other languages :
One of a series of ridges that moves across the surface of a liquid (especially across a large body of water).
moving ridge, waveMeaning : ପ୍ରାକୃତିକ କିମ୍ବା କୃତିମ କାରଣରୁ ଉତ୍ପନ୍ନ ହେଉଥିବା କୌଣସି ବସ୍ତୁର ଲହରୀ ଯାହା କୌଣସି ଶରୀର ବା ବାତାବରଣରେ ଖେଳିଯାଏ
							Example : 
							ବିଜୁଳୀରେ ମଧ୍ୟ ତରଙ୍ଗ ଥାଏ
							
Synonyms : ତରଙ୍ଗ
Translation in other languages :
A movement like that of a sudden occurrence or increase in a specified phenomenon.
A wave of settlers.