Meaning : ମନକୁ ଆମୋଦିତ କଲାଭଳି କଥା ବା କାମ
							Example : 
							ମୋ ସହିତ ଥଟ୍ଟା ତାମସା କରନାହିଁ
							
Synonyms : କୌତୁକ, ଥଟ୍ଟା, ଥଟ୍ଟା ତାମସା, ପରିହାସ, ମଜା, ହସ ପରିହାସ, ହସ ମଜା
Translation in other languages :
मन बहलाने वाली बात।
वह सबसे हँसी-मज़ाक़ करते रहता है।Meaning : ସାହିତ୍ୟର ନବ ରସଗୁଡ଼ିକରୁ ଗୋଟିଏ ଯାହା ଅଯୁକ୍ତ,ଅସଙ୍ଗତ,କୁରୂପ ବା ବିକୃତ ଘଟଣାବଳୀ,ପଦାର୍ଥ, ବା କଥା ଆଦିରୁ ଉତ୍ପନ୍ନ ହୋଇଥାଏ
							Example : 
							ହାସ୍ୟ ରସର ସ୍ଥାୟୀଭାବ ହେଉଛି ହସ
							
Synonyms : ହାସ୍ୟ ରସ
Translation in other languages :
Meaning : ହସିବାର ପ୍ର କ୍ରିୟା ବା ଭାବ
							Example : 
							ଛୋଟପିଲାଙ୍କ ହସ ସମସ୍ତଙ୍କୁ ଭଲ ଲାଗିଥାଏ
							
Synonyms : ହସ
Translation in other languages :
Meaning : ହସିବାର ଯୋଗ୍ୟ କିମ୍ବା ଯାହାକୁ ନେଇ ଲୋକ ହସନ୍ତି"
							Example : 
							ହାସ୍ୟ କବିତା ଶୁଣି ଶ୍ରୋତାମାନେ ଜୋରରେ ହସିଲେ
							
Translation in other languages :
Arousing or provoking laughter.
An amusing film with a steady stream of pranks and pratfalls.