Meaning : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ
							Example : 
							ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି  ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା
							
Synonyms : କନକ, କାଞ୍ଚନ, ସୁନା, ସୁବର୍ଣ୍ଣ, ହାଟକ
Translation in other languages :
एक बहुमूल्य पीली धातु जिसके गहने आदि बनते हैं।
आजकल सोने का भाव आसमान छू रहा है।