अर्थ : ବୁଣା କାମରେ ଆସୁଥିବା ତନ୍ତୀର ଏକ ଉପକରଣ
							उदाहरण : 
							ନଟେଇରେ ଲୁଗାର ଲମ୍ବା ପାଖ ସୂତାର ଶେଷଭାଗ ଟଣା ଯାଇଥାଏ
							
अन्य भाषाओं में अनुवाद :
अर्थ : ଯେଉଁ ଉପକରଣ ଉପରେ ଗୁଡ଼ି ଉଡ଼ାଇବା ସୂତା ଗୁଡ଼ାଯାଏ
							उदाहरण : 
							ସେ ଗୁଡ଼ିର ସୂତାକୁ ଗୁଡ଼ାଇବାପାଇଁ ଗୋଟିଏ ନଟେଇ କିଣିଲା
							
अर्थ : ବଡକାଠିରେ ତିଆରି ହୋଇଥିବା ଏକ ଉପକରଣ ଯେଉଁଥିରେ ତନ୍ତ ସୂତା ଗୁଡ଼ା ହୋଇଥାଏ
							उदाहरण : 
							ତନ୍ତୀ  ନଟେଇରେ ସୂତା ଗୁଡ଼ାଉଛି
							
अन्य भाषाओं में अनुवाद :