अर्थ : ଯିଏ କେବେ ମରେ ନାହିଁ ବା ଯେ ମୃତ୍ୟୁକୁ ଜୟ କରିଛି
							उदाहरण : 
							ପୌରାଣିକ କାହାଣୀ ଅନୁସାରେ ଅମୃତ ପିଇବାଦ୍ୱାରା ପ୍ରାଣୀ ଅମର ହୋଇଯାଏ
							
पर्यायवाची : ଅମର, କାଳଜୟୀ, କାଳାତୀତ, ଚିରଞ୍ଜିବୀ, ମୃତ୍ୟୁଞ୍ଜୟ, ମୃତ୍ୟୁଞ୍ଜୟୀ
अन्य भाषाओं में अनुवाद :
Not subject to death.
immortal