अर्थ : କାଠ ବା ଧାତୁଆଦିର ଖଣ୍ଡ ଯାହା ଉପରେ କୌଣସି ରୂପ ବା ଚିତ୍ର ଖୋଳାହୋଇଛି ଏବଂ ଏହାକୁ କୌଣସି ଅନ୍ୟ ବସ୍ତୁଉପରେ ରଖି ଚାପିଦେଲେ ସେଥିରେ ଖୋଳା ଆକୃତି ଚପିଯାଏ ବା ତିଆରି ହୋଇଯାଏ
							उदाहरण : 
							ଶ୍ରମିକ ଲୁଗାଉପରେ ଛାଞ୍ଚ ସାହାଯ୍ୟରେ ପ୍ରକାର ପ୍ରକାରର ଛାପ ତିଆରି କରୁଛି
							
अन्य भाषाओं में अनुवाद :
A block or die used to imprint a mark or design.
stamp