अर्थ : କୌଣସି ଯାନରେ ଯେଉଁ ପାତ୍ରରେ ଇନ୍ଧନ ଆଦି ଭର୍ତ୍ତି ହୁଏ
							उदाहरण : 
							ଏହି କାରର ଟାଙ୍କିରେ ଗୋଟିଏ କଣା ହୋଇଯାଇଛି
							
पर्यायवाची : ଟେଙ୍କ
अन्य भाषाओं में अनुवाद :
अर्थ : ତରଳ ପଦାର୍ଥ ବା ଗ୍ୟାସ୍ ରଖିବାପାଇଁ ଏକ ଢାଙ୍କୁଣିବାଲା କୁଣ୍ଡ
							उदाहरण : 
							ଟାଙ୍କିରେ ପାଣି ଭର୍ତ୍ତିକରି ରଖ କାରଣ କାଲି ପାଣି ଆସିବନାହିଁ
							
पर्यायवाची : କୁଣ୍ଡ
अन्य भाषाओं में अनुवाद :