अर्थ : ପିତାଙ୍କର ବା ପିତାଙ୍କଠାରୁ ପ୍ରାପ୍ତ ସମ୍ପତ୍ତି
							उदाहरण : 
							ସରକାରୀ ସମ୍ପତ୍ତି କାହା ବାପାଙ୍କର ନୁହେଁ
							
अन्य भाषाओं में अनुवाद :
अर्थ : ବାପା ଦାଦାଙ୍କ ସମୟରୁ ଚାଲିଆସିଥିବା ବା ବାପା ଦାଦାଙ୍କଠାରୁ ମିଳିଥିବା
							उदाहरण : 
							ସେ ନିଜର ପୈତୃକ ସମ୍ପତ୍ତି ଗରିବମାନଙ୍କ ମଧ୍ୟରେ ବାଣ୍ଟିଦେଲା
							
पर्यायवाची : ଖାନଦାନୀ
अन्य भाषाओं में अनुवाद :
Inherited or inheritable by established rules (usually legal rules) of descent.
Ancestral home.अर्थ : ଯେ କୌଣସି ବଂଶର ସମକକ୍ଷ ହୋଇଆସୁଥିବା ଏବଂ ଆଗକୁ ଏହି ବଂଶ ସହିତ ରହିବାର ସମ୍ଭବନା ଥିବା
							उदाहरण : 
							ସେ ବଂଶଗତ ରୋଗରେ ପୀଡ଼ିତ ଅଛନ୍ତି
							
पर्यायवाची : ଆନୁବଂଶିକ, ବଂଶଗତ, ବଂଶାନୁକ୍ରମିକ
अन्य भाषाओं में अनुवाद :