ಅರ್ಥ : ଅନୁଭବ କରାଇବା
							ಉದಾಹರಣೆ : 
							ଭାଗ୍ୟ ଆମକୁ ବହୁତ ଖରାପ ଦିନ ଦେଖାଏ
							
ಸಮಾನಾರ್ಥಕ : ଅନୁଭବ କରାଇବା, ପହଞ୍ଚାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଲୋକ ଦେଖାଣିଆ ବା ଗର୍ବର ସହିତ ପିନ୍ଧିବା ବା ପ୍ରଦର୍ଶିତ କରିବା
							ಉದಾಹರಣೆ : 
							ଶୀଲା ନୂଆ ଚୁଡ଼ିଗୁଡ଼ିକ ଦେଖାଉଛି
							
ಸಮಾನಾರ್ಥಕ : ଉପସ୍ଥାପନ କରିବା, ପ୍ରତ୍ୟକ୍ଷ କରାଇବା, ପ୍ରଦର୍ଶନ କରିବା, ପ୍ରଦର୍ଶିତ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯାଞ୍ଚ ବା ନିରୀକ୍ଷଣ କରାଇବା
							ಉದಾಹರಣೆ : 
							ଆପଣ କଣ ରୋଗୀକୁ ଡାକ୍ତରକୁ ଦେଖାଇଲେ ?
							
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଆଖିରେ କୌଣସି ବ୍ୟକ୍ତି, ପଦାର୍ଥ, କାମଆଦିର ରୂପ-ରଙ୍ଗ ଏବଂ ଆକାର-ପ୍ରକାର ବା ଗୁଣଆଦିର ଜ୍ଞାନ ପ୍ରାପ୍ତ କରିବା
							ಉದಾಹರಣೆ : 
							ସେ ଆମକୁ ନିଜର ନୂଆଘର ଦେଖାଇଲା
							
ಸಮಾನಾರ್ಥಕ : ଦର୍ଶାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବସ୍ତୁ ବା କାର୍ଯ୍ୟ ଆଡ଼କୁ ଇଙ୍ଗିତ କରିବା
							ಉದಾಹರಣೆ : 
							ମାଆ ମୋତେ ଆକାଶରେ ଧ୍ରୁବ ତାରାର ସ୍ଥିତି ବତାଇଲେ
							
ಸಮಾನಾರ್ಥಕ : ନିର୍ଦ୍ଦେଶ କରିବା, ବତାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु या कार्य आदि की ओर इंगित करना।
माँ ने मुझे आसमान में ध्रुव तारे की स्थिति बताई।