ಅರ್ಥ : ଦାନ ପାଇବାପାଇଁ ଉପଯୁକ୍ତ ବ୍ୟକ୍ତି
							ಉದಾಹರಣೆ : 
							ଦାନ ସର୍ବଦା ଦାନଗ୍ରହଣଯୋଗ୍ୟ ବ୍ୟକ୍ତିକୁ ହିଁ ଦେବା ଉଚିତ
							
ಸಮಾನಾರ್ಥಕ : ଦାନଗ୍ରହଣଯୋଗ୍ୟ ବ୍ୟକ୍ତି, ଦାନାଧିକାରୀ
ಅರ್ಥ : ଲୁହା ବା କାଠ ବାକ୍ସ ଯାହା ସର୍ବସାଧାରଣ ସ୍ଥାନ ଆଦିରେ ଦାନ ପଇସା ପକାଇବାପାଇଁ ରଖାଯାଇଥାଏ
							ಉದಾಹರಣೆ : 
							ସେ ଦାନପାତ୍ରରେ ଶହେ ଟଙ୍କା ପକେଇଲେ
							
ಇತರ ಭಾಷೆಗಳಿಗೆ ಅನುವಾದ :