అర్థం : ଦଲାଣ ବା ବାରଣ୍ଡା କାନ୍ଥରେ ଦିଆଯାଇଥିବା ଅର୍ଦ୍ଧଗୋଲାକାର ଖମ୍ବ
							ఉదాహరణ : 
							ବୋହୂ ଖମ୍ବକୁ ଆଉଜି ସ୍ବେଟର ବୁଣୁ ଥିଲା
							
ఇతర భాషల్లోకి అనువాదం :
అర్థం : ପଥର, କାଠଆଦିରେ ବନାଯାଇଥିବା ଗୋଲିଆ ବା ଚାରିକୋଣିଆ ଉଚ୍ଚା ଖଣ୍ଡ ବା ଏହି ଆକାରର କୌଣସି ସଂରଚନା
							ఉదాహరణ : 
							ଖମ୍ବରୁ ଭଗବାନ ନରସିଂହ ପ୍ରକଟ ହୋଇଥିଲେ
							
ఇతర భాషల్లోకి అనువాదం :