అర్థం : କୌଣସି ଜିନିଷକୁ ପିଟିଲେ ବା ଧକ୍କାଦେଲେ ପହଞ୍ଚୁଥିବା ଆଘାତ ଯାହାଦ୍ବାରା କିଛି ଭାଙ୍ଗିବା ବା କ୍ଷତିହେବାର ଆଶଙ୍କା ବା ସମ୍ଭାବନା ଥାଏ
							ఉదాహరణ : 
							ଦର୍ପଣ ସମ୍ଭାଳିକରି ନିଅ ଯେପରି କେଉଁଠି ମାଡ ନ ଲାଗେ
							
ఇతర భాషల్లోకి అనువాదం :
అర్థం : ଗୋଟିଏ ବସ୍ତୁର ଅନ୍ୟ ଏକ ବସ୍ତୁସହିତ ବେଗପୂର୍ଣ୍ଣ ସ୍ପର୍ଶ
							ఉదాహరణ : 
							ତାକୁ କାର ଧକ୍କା ହେଲା
							
ఇతర భాషల్లోకి అనువాదం :
అర్థం : ଚାଲିବା ସମୟରେ କୌଣସି ଅଙ୍ଗ କିଛି ଟାଣ ବସ୍ତୁରେ ଲାଗିଲେ ହେଉଥିବା ଆଘାତ
							ఉదాహరణ : 
							ଚାଲିବା ସମୟରେ ପଥରରେ ଗୋଡ଼ ମାଡ଼ ହୋଇଗଲା  ଦୁଆରବନ୍ଧରେ ମୁଣ୍ଡ ମାଡ଼ ହୋଇଗଲା
							
ఇతర భాషల్లోకి అనువాదం :
वह चोट या आघात जो चलते समय किसी अंग में किसी कड़ी चीज से लगे।
चलते समय पैर में पत्थर से ठोकर लग गई।