అర్థం : କୌଣସି ବସ୍ତୁ ଆଦିର ମୂଲ୍ୟ ଯାହା ମାଲିକକୁ ପରେ ଦିଆଯାଇଥାଏ
							ఉదాహరణ : 
							ଏବେ ଲୁଗା ବେପାରୀଙ୍କର ମୋ ଉପରେ ଦୁଇ ହଜାର ଟଙ୍କା ଉଧାର ଅଛି
							
ఇతర భాషల్లోకి అనువాదం :
Money or goods or services owed by one person to another.
debtఅర్థం : କାହାଠାରୁ ବା କେଉଁଠାରୁ ସୁଧ ସହିତ ବା ବିନା ସୁଧ ସହିତ ଫେରସ୍ତ କରିବାର ଚୁକ୍ତି ସହିତ ନିଆଯାଇଥିବା ଧନ
							ఉదాహరణ : 
							ସେ ଘର ତିଆରିପାଇଁ ବ୍ୟାଙ୍କରୁ ଋଣ ନେଇଛି
							
ఇతర భాషల్లోకి అనువాదం :
Money or goods or services owed by one person to another.
debtఅర్థం : କାହାଠାରୁ ନିଆଯାଇଥିବା ଯେଉଁ ବସ୍ତୁ, ଟଙ୍କଆଦିକୁ ନିର୍ଦ୍ଧିଷ୍ଟ ସମୟରେ ଫେରାଯାଏ
							ఉదాహరణ : 
							ସେ ବହିକିଣିବା ପାଇଁ ମୋ ଠାରୁ ଦୁଇଶହ ଟଙ୍କା ଉଧାର ନେଲା
							
ఇతర భాషల్లోకి అనువాదం :
Money or goods or services owed by one person to another.
debtఅర్థం : ହଳିଆକୁ ବିନା ସୁଧରେ ଦିଆ ଯାଉଥିବା ଧନ
							ఉదాహరణ : 
							ହଳିଆ  ଉଧାର ନେବାକୁ ଆସିଛି
							
ఇతర భాషల్లోకి అనువాదం :