అర్థం : ବାନ୍ଧିକରି ଓ କଟାକଟି କରି ଏକ ବିଶେଷ ଢଙ୍ଗରେ ବଢ଼ିବାପାଇଁ ପ୍ରବୃତ୍ତ କରିବା
							ఉదాహరణ : 
							କୃଷକ ପାନ ଲତାଗୁଡ଼ିକ ଅନୁବର୍ଦ୍ଧନ କରୁଛି
							
పర్యాయపదాలు : ଅନୁବର୍ଦ୍ଧନ କରିବା, ବର୍ଦ୍ଧିତ କରାଇବା, ବଢ଼ାଇବା, ରକ୍ଷଣାବେକ୍ଷଣ କରିବା
ఇతర భాషల్లోకి అనువాదం :
* बाँधकर और कटाई-छँटाई करके एक विशेष तरीके से बढ़ने में प्रवृत्त करना।
किसान पान की लताओं का अनुवर्धन कर रहा है।అర్థం : କୌଣସି ବ୍ୟକ୍ତି ବା ବସ୍ତୁର ଯତ୍ନ ନେବା
							ఉదాహరణ : 
							ମୋ ବୋହୂ ଏବେ ଚାକିରୀ ଛାଡ଼ି ଘର ଏବଂ ଛୁଆପିଲାଙ୍କୁ ସମ୍ଭାଳୁଛି
							
పర్యాయపదాలు : ଦେଖିବା, ଯତ୍ନନେବା, ସମ୍ଭାଳିବା
ఇతర భాషల్లోకి అనువాదం :
किसी व्यक्ति या वस्तु आदि का ध्यान रखना।
मेरी बहू अब नौकरी छोड़कर बच्चों तथा घर को सँभालती है।