అర్థం : କୌଣସି ବିଷୟ ଠିକ୍ ହେବା ସମ୍ବନ୍ଧରେ ଦୃଢ଼ତା ପୂର୍ବକ କିଛି କହିବାର ସେହି ଶୈଳୀ ଯେଉଁଥିରେ ସତ୍ୟ ବା ଅସତ୍ୟ ପ୍ରମାଣ ହେବାପରେ ହାରିବା ଜିତିବା ତଥା କିଛି ନେବା ଦେବା ମଧ୍ୟ ହୁଏ
							ఉదాహరణ : 
							ରାହୁଲ ସର୍ତ୍ତ ଜିତିଗଲା
							
పర్యాయపదాలు : ସର୍ତ୍ତ
ఇతర భాషల్లోకి అనువాదం :
అర్థం : ପ୍ରଥମରୁ ଶେଷ ପର୍ଯ୍ୟନ୍ତ ଏଭଳି ପୂରା ଖେଳ ଯେଉଁଥିରେ ହାର ଜିତଥାଏ ବା ବାଜି ଲଗାଯାଏ
							ఉదాహరణ : 
							ଶ୍ୟାମ ହାରୁ ହାରୁ ଅନ୍ତିମ ସମୟରେ ବାଜି ଜିତି ଗଲା
							
ఇతర భాషల్లోకి అనువాదం :
అర్థం : ବାଜି ଲଗାଇ ଖେଳାଯାଉଥିବା ହାରଜିତର ଖେଳ
							ఉదాహరణ : 
							ପାଣ୍ଡବମାନେ ଦୌପଦୀଙ୍କୁ ଜୁଆରେ ହାରିଗଲେ
							
పర్యాయపదాలు : ଜୁଆ
ఇతర భాషల్లోకి అనువాదం :
అర్థం : ପଶା, ଜୁଆଆଦି ଖେଳଗୁଡ଼ିକ ସମୟରେ ହାର ଜିତ ପାଇଁ ଖେଳାଳୀ ସାମନାରେ ରଖାଯାଉଥିବା ଧନ, ବସ୍ତୁଆଦି
							ఉదాహరణ : 
							ଯୁଧିଷ୍ଠିର ପଶା ଖେଳରେ ଦୌପଦୀଙ୍କୁ ବାଜି ଲଗାଇଥିଲେ
							
పర్యాయపదాలు : ପଣ
ఇతర భాషల్లోకి అనువాదం :