అర్థం : ପ୍ରିୟ ବ୍ୟକ୍ତି ସହିତ ମିଳନ ନହେବା କାରଣରୁ ଉତ୍ପନ୍ନ ହେଉଥିବା ଭାବ
							ఉదాహరణ : 
							ସୁରଦାସଙ୍କ ରଚିତ ରାଧାଙ୍କ ବିରହ ବର୍ଣ୍ଣନା ବହୁତ ମାର୍ମିକ
							
ఇతర భాషల్లోకి అనువాదం :
అర్థం : ମଝିରେ କୌଣସି ପ୍ରକାର ବିଚ୍ଛିନ୍ନ ହେବାର କ୍ରିୟା ଅବା ବିଶୃଙ୍ଖଳ ହେବାର ଅବସ୍ଥା ବା ଭାବ
							ఉదాహరణ : 
							ବିଶୃଙ୍ଖଳତାରୁ ଦୂରେଇ ରହିବା ପାଇଁ ପ୍ରଚେଷ୍ଟା
							
పర్యాయపదాలు : ବିଶୃଙ୍ଖଳତା
ఇతర భాషల్లోకి అనువాదం :
అర్థం : କାଟି ଅବା ଛେଦକରି ଅଲଗା କରିବାର କାର୍ଯ୍ୟ
							ఉదాహరణ : 
							ରୋଗର ପ୍ରକୋପରୁ ରକ୍ଷା ପାଇବାପାଇଁ ମୂଳଉତ୍ପାଟନ ଆବଶ୍ୟକ
							
పర్యాయపదాలు : ଅଲଗା, ବିଚ୍ଛିନ୍ନ, ମୂଳଉତ୍ପାଟନ
ఇతర భాషల్లోకి అనువాదం :