అర్థం : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ
							ఉదాహరణ : 
							ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି  ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ
							
పర్యాయపదాలు : ଆତ୍ମପ୍ରତ୍ୟୟ, ଆଶା, ଆସ୍ଥା, ନିର୍ଭର, ଭରସା
ఇతర భాషల్లోకి అనువాదం :
అర్థం : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ
							ఉదాహరణ : 
							କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ
							
పర్యాయపదాలు : ମତବାଦ
ఇతర భాషల్లోకి అనువాదం :
అర్థం : ପରଲୋକ, ଈଶ୍ୱରଆଦି ସମ୍ପର୍କରେ ବିଶେଷ ଧରଣର ବିଶ୍ୱାସ ଓ ଉପାସନାର ବିଶେଷ ପ୍ରଣାଳୀ
							ఉదాహరణ : 
							ହିନ୍ଦୁଧର୍ମର ସବୁଠାରୁ ବଡ଼ ବିଶେଷତା ହେଉଛି ଯେ ଏହା ଅନ୍ୟ ସମସ୍ତ ଧର୍ମ ପ୍ରତି ସହନଶୀଳ
							
ఇతర భాషల్లోకి అనువాదం :
A strong belief in a supernatural power or powers that control human destiny.
He lost his faith but not his morality.