అర్థం : କୌଣସି ବସ୍ତୁଆଦିର ଗୁଣ ବା ଜ୍ଞାନ କେବଳ ଆଖିରେ ବୁଝିହୁଏ
							ఉదాహరణ : 
							ସେ ଗୋରା ବର୍ଣ୍ଣର ଆମ ଗାଁ ମନ୍ଦିରର ରଙ୍ଗ ଧଳା
							
పర్యాయపదాలు : ବର୍ଣ୍ଣ
ఇతర భాషల్లోకి అనువాదం :
అర్థం : ସେହି ପଦାର୍ଥ ଯେଉଁଥିରେ କୌଣସି ଜିନିଷକୁ ରଞ୍ଜିତ କରାଯାଏ
							ఉదాహరణ : 
							ଏହି ଶାଢ଼ୀ ଲାଲ୍ ରଙ୍ଗରେ ରଞ୍ଜିତ ହୋଇଛି
							
పర్యాయపదాలు : ରଂଗ
ఇతర భాషల్లోకి అనువాదం :
Any material used for its color.
She used a different color for the trim.అర్థం : ଲାଲ ରଙ୍ଗର ଯେଉଁ ସୌନ୍ଦର୍ଯ୍ୟବର୍ଦ୍ଧକ ପ୍ରସାଧନ ସାମଗ୍ରୀ ଓଠ,ଗାଲ ଆଦିରେ ଲଗାଯାଏ
							ఉదాహరణ : 
							ମନୋରମା ତା ଓଠରେ ଲିପଷ୍ଟିକ୍ ଲଗାଉଛି
							
పర్యాయపదాలు : ଲିପଷ୍ଟିକ୍
ఇతర భాషల్లోకి అనువాదం :
అర్థం : ମାନବ ନିର୍ମିତ ରାସାୟନିକ ତରଳ ପଦାର୍ଥ ଯାହାଦ୍ୱାରା କୌଣସି ଜିନିଷକୁ ରଙ୍ଗ କରାଯାଏ
							ఉదాహరణ : 
							ଚେୟାରର ରଙ୍ଗ ମଧ୍ୟ ଶୁଖି ନଥିଲା ଯେ ଛୁଆମାନେ ତା ଉପରେ ବସିଗଲେ
							
ఇతర భాషల్లోకి అనువాదం :